![]() ମୁମ୍ବାଇ: ସବୁବେଳେ କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ସମର୍ଥନ କରି ଆସୁଥିବା ବଲିଉଡ୍ କଳାକାର ସୋନୁ ସୁଦ୍ ନିକଟରେ ଜଣେ ରାସ୍ତାକଡ଼ର ବେପାରୀଙ୍କଠାରୁ ମୂଲଚାଲ କରି ଚପଲ କିଣୁଥିବା ବେଳର ଭିଡିଓ ଭାଇରାଲ୍ ହୋଇଛି। ଭିଡିଓଟି ଶ୍ରୀନଗରର। ସୋନୁ ରାସ୍ତାକଡ଼ର ସେହି ବେପାରୀଙ୍କଠାରୁ ଚପଲ କିଣିବା ସହ ସମସ୍ତଙ୍କୁ କ୍ଷୁଦ୍ର ବେପାରୀଙ୍କଠାରୁ ଜିନିଷ କିଣିବା ପାଇଁ ନିବେଦନ କରୁଥିବାର ଭିଡିଓରେ ଦେଖିବାକୁ ମିଳିଛି। ଚପଲ ବ୍ୟବସାୟୀ ଜଣକ ହେଉଛନ୍ତି ଶମିମ ଖାନ। ସୋନୁ ଶମିମ୍ ଙ୍କଠାରୁ ଚପଲ କିଣିବାକୁ କହୁଥିବା ଦେଖିବାକୁ ମିଳିଛିି। କେବଳ ସେତିକି ନୁହେଁ, ତାଙ୍କଠାରୁ ଚପଲ କିଣିଲେ ସୋନୁଙ୍କ ନାମରେ ୨୦ ପ୍ରତିଶତ ରିହାତି ମିଳିବ ବୋଲି ମଧ୍ୟ ଭିଡିଓରେ ସୂଚୀନ କରାଯାଇଛି। |
ନବରଙ୍ଗପ୍ନର:ତେନ୍ତୁଳିଖୁଣ୍ଟି ବ୍ଲକ କାମତା ଗ୍ରାମ ପଞ୍ଚାୟତ ରେ ନୂତନ ଭାବେ, ବତୀ ଜାନୀ ସରପଞ୍ଚ ଦାଇତ୍ୱ ନେବା ପରେ ସେ ପଞ୍ଚାୟତ ର ଉନ୍ନତି ମୂଳକ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି।ସେ ଦେଇଥିବା ପ୍ରତିଶ୍ରୁତି ଗୋଟିଏ ପରେ ଗୋଟିଏ ସଫଳତା କରିଚାଲିଛନ୍ତି। ପଞ୍ଚାୟତ ରେ କୌଣସି ବୃଦ୍ଧ, ବୃଦ୍ଧା ବିଧବା, ବିକଳାଙ୍ଗ ସରକାରଙ୍କ ଯୋଜନାରେ ମାସିକଭତ୍ତା ପାଇବାରେ ବଞ୍ଚିତ ନ ହେବେ।ପଞ୍ଚାୟତ ର ପ୍ରତ୍ୟେକ ଜନ ଗହଳି ସ୍ଥାନ ରେ ଆଲୋକ ବ୍ୟବସ୍ତା କରଛନ୍ତି। ସରକାର ଙ୍କ ହରିଶ୍ଚନ୍ଦ୍ର ଯୋଜନାର କାର୍ଯ୍ୟ କାରୀ କରିଥିବା ବେଳେ ଏହି ପଞ୍ଚାୟତ ରେ ହିତାଧିକାରୀ ବଞ୍ଚିତ ହେଉଥିଲେ।ଏହାକୁ ତୁରନ୍ତ କାର୍ଯ୍ୟ କାରୀ କରିବାକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କୁ କହିଥିଲେ। ଗତ...
Prime Odisha May 25, 2022, 8:04 am 557 Views
ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ପୋଲିସ ଯଦି ଗିରଫ କରିବ ତେବେ ଗ୍ରାମର ସମସ୍ତ ଲୋକଙ୍କୁ ଗିରଫ , ନଚେତ ଗାଁରେ ମଦ ବିକ୍ରି ବନ୍ଦ କରୁ ! ଏମିତି କିଛି ନାରା ଦେଇ ଗ୍ରାମବାସୀ ବୈପାରିଗୁଡା ଥାନା କୁନ୍ଦୁରା ବ୍ଲକର ମସିଗାଁ ପଂଚାୟତ ଅନ୍ତର୍ଗତ ଗୋଲରୀଗୁଡା ଗ୍ରାମର ପୁରୁଷ, ମହିଳା ମାନଙ୍କ ସହିତ ଗ୍ରାମର ବୃଦ୍ଧବୃଦ୍ଧି ମାନେ ମଧ୍ୟ ଚାଲି ଚାଲି ବୈପାରିଗୁଡା ଥାନାରେ ଆଜି ପହଂଚିଛନ୍ତି ! ସେମାନେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଗୋଲରୀଗୁଡା କୁନ୍ଦୁରା ରାସ୍ତା ଝଡଙ୍ଗା ଛକ ପାଖରେ ପ୍ରଫୁଲ ସ୍ବାଇଁ ନାମକ ଜଣେ ବ୍ୟକ୍ତି ଗାଁ ର ଜାଗା କୁ ଜବରଦଖଲ କରି ଘର ନିର୍ମାଣ କରିଥିବା ବେଳେ ଗୋଲରୀ ଗୁଡା ଗ୍ରାମବାସୀ ମାନେ ଏହାକୁ ବିରୋଧ କରିବା ରୁ ଉକ୍ତ ବ୍ୟକ୍ତି...
Prime Odisha May 11, 2022, 4:23 am 877 Views
ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ
ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ବିରଞ୍ଚି ନାରାୟଣ ଜଗତ , ଥାନା ଆଇଆଇସି ଅଶ୍ବିନୀ କୁମାର ପଟ୍ଟନାୟକ ଏବଂ ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ଏକ ବଡ ସଫଳ ହାସଲ କରିଛନ୍ତି । ସୂଚନା ମୁତାବକ ଛତିଶଗଡ ଅଞ୍ଚଳରୁ ଏକ ବୋଲେର ଗାଡି ନଂ cg 04 nm 1944 ଗାଡିରେ ୪ ...
Prime Odisha May 7, 2022, 4:42 am 627 Views
ନବରଙ୍ଗପୁର:ଝରିଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରିଗୁଡା ପଞ୍ଚାୟତ ହଲଦିଗୁଡା ଗ୍ରାମରେ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମବାସୀ ଙ୍କ ମୁକ୍ତ ହସ୍ତରେ ଦାନ କରି ଥିବା ସହଯୋଗ ଯୋଗୁଁ ଉକ୍ତ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଥିଲା। ବାଲି ଯାତ୍ରା ରେ ଦୁରଦୁରାନ୍ତର ରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତ ବୃନ୍ଦ ଆସି ବାଲି ଯାତ୍ରା ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ। ଏହି ଅବସରରେ ଦେବା ଦେବୀ ମାନଙ୍କ ପ୍ରତୀକ ଲାଠି, କୁର୍ଚି, ସିରା, ପୂଜାରୀ, ହଲଦିଗୁଡା ଗ୍ରାମ ର ସଦର ମହକୁମା ରେ ତା ୦୧/୦୨/୨୨ ବାଲି ଯାତ୍ରା ଆରମ୍ଭ ହୋଇ ଥିବା ବେଳେ ତା ୦୪/୦୫/୨୨ ରେ ଉକ୍ତ ଯାତ୍ରା ଶେଷ ହୋଇ ଯାଇଛି। ମାଁ ଙ୍କ ଯାତ୍ରା ରେ ବାଲି ମଣ୍ଡପ ବେଶ ଜନ ଗହଳି ଥିବା ବେଳେ ଭକ୍ତ ମାନଙ୍କ ମନୋରଞ...
Prime Odisha May 5, 2022, 12:28 pm 571 Views
ଜୟପୁର:ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ଜୁନିୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସିମାଞ୍ଚଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା,ଜିଲ୍ଲା ଜୁନିୟର ରେଡ଼କ୍ରସ ସାଧନକର୍ମୀ ଶୁଭସ୍ମିତା ସାହୁ ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ମ୍ୟାଲେରିଆ ରୋଗର କାରଣ ଓ ନିରାକରଣ ବିଷୟରେ ଆଲୋକପାତ କରିବା ସହିତ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।ପରିଶେଷରେ ମ୍ୟାଲେରିଆ ରୋଗର ନିରାକରଣ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ।
ରିପୋର୍ଟ:ସ...
Prime Odisha April 25, 2022, 9:34 am 722 Views
ଜୟପୁର:କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ସ୍ଥାନୀୟ ଜେ.ଇ.ଏଲ.ସି. ଜୁବୁଲି ଗ୍ରାଉଣ୍ଡ ଠାରେ ଯୀଶୁ ଖ୍ରୀଷ୍ଟଙ୍କର ପୁନଃରଉଥାନର ସମ୍ବୀଳନ ଅନୁଷ୍ଠିତ ହୋଇଥିଲା। ଅବିଭକ୍ତ କୋରାପୁଟ ଜିଲ୍ଲାର ଜେଇଏଲସି ଚର୍ଚ୍ଚର ଯୁବକ ଯୁବତୀ ଏବଂ ଛତିଶଗଡ଼ ରାଜ୍ୟର ଯୁବକ ଯୁବତୀ ମାନେ ଏହି ଖ୍ରୀଷ୍ଟଙ୍କର ପୁନଃଉଥାନ ସ୍ୱର ସମ୍ବୀଳନର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ଖ୍ରୀଷ୍ଟଙ୍କ ପୁନଃରଉଥାନ ସ୍ୱର ସମ୍ବୀଳନରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବଗୋଷ୍ଠୀ ମାନେ। ଏହି କାର୍ଯ୍ୟକ୍ରମର ଜୟପୁର ଇଭାଞ୍ଜଲିକାଲ୍ ଲୁଥରାନ ମଣ୍ଡଳୀ ତରଫରୁ ପରିଚାଳନା କରାଯାଇଥିଲା। ଏହି ସ୍ୱର ସମ୍ବୀଳନରେ ବାହାର ରାଜ୍ୟରୁ ମ...
Prime Odisha April 20, 2022, 12:28 pm 315 Views
Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.Welcome to the interview times, the most popular news portal of odisha and to inspiring the young at heart. portal of odisha and to inspiring the young at heart.
Contact Us : [email protected]