ଥାନାର ଦ୍ବରାସ୍ଥ ହେଲେ ଗୋଲରୀଗୁଡା ଗ୍ରାମବାସୀ, ଜବରଦଖଲ ଓ ମଦ ବିକ୍ରିକୁ କଲେ ଘୋର ବିରୋଧ
ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):ପୋଲିସ ଯଦି ଗିରଫ କରିବ ତେବେ ଗ୍ରାମର ସମସ୍ତ ଲୋକଙ୍କୁ ଗିରଫ , ନଚେତ ଗାଁରେ ମଦ ବିକ୍ରି ବନ୍ଦ କରୁ ! ଏମିତି କିଛି ନାରା ଦେଇ ଗ୍ରାମବାସୀ ବୈପାରିଗୁଡା ଥାନା କୁନ୍ଦୁରା ବ୍ଲକର ମସିଗାଁ ପଂଚାୟତ ଅନ୍ତର୍ଗତ ଗୋଲରୀଗୁଡା ଗ୍ରାମର ପୁରୁଷ, ମହିଳା ମାନଙ୍କ ସହିତ ଗ୍ରାମର ବୃଦ୍ଧବୃଦ୍ଧି ମାନେ ମଧ୍ୟ ଚାଲି ଚାଲି ବୈପାରିଗୁଡା ଥାନାରେ ଆଜି ପହଂଚିଛନ୍ତି ! ସେମାନେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଗୋଲରୀଗୁଡା କୁନ୍ଦୁରା ରାସ୍ତା ଝଡଙ୍ଗା ଛକ ପାଖରେ ପ୍ରଫୁଲ ସ୍ବାଇଁ ନାମକ ଜଣେ ବ୍ୟକ୍ତି ଗାଁ ର ଜାଗା କୁ ଜବରଦଖଲ କରି ଘର ନିର୍ମାଣ କରିଥିବା ବେଳେ ଗୋଲରୀ ଗୁଡା ଗ୍ରାମବାସୀ ମାନେ ଏହାକୁ ବିରୋଧ କରିବା ରୁ ଉକ୍ତ ବ୍ୟକ୍ତି...
Prime Odisha May 11, 2022, 4:23 am
758 Views
ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଗିରଫ;ଗୋଟିଏ ବୋଲେର ଓ ୨ ବାଇକ ଜବତ
ବୈପାରିଗୁଡା(ବିକ୍ରାନ୍ତ କୁମାର ବେବର୍ତ୍ତା):କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନାକୁ ଆସିଥିବା ଡିଏସପି ବିରଞ୍ଚି ନାରାୟଣ ଜଗତ ଙ୍କ ନିର୍ଦ୍ଦେଶକ୍ରମେ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି । ପାପ୍ତ ସୂଚନା ଅନୁଯାୟୀ ବୈପାରିଗୁଡା ଥାନା ଅନ୍ତର୍ଗତ
ଘୋଡାଘାଟ ଅଚଂଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ମିଳିବା ପରେ ଡିଏସପି ବିରଞ୍ଚି ନାରାୟଣ ଜଗତ , ଥାନା ଆଇଆଇସି ଅଶ୍ବିନୀ କୁମାର ପଟ୍ଟନାୟକ ଏବଂ ଥାନା କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ଘଟଣା ସ୍ଥଳରେ ପହଞ୍ଚି ଏକ କ୍ୱିଣ୍ଟାଲରୁ ଊର୍ଦ୍ଧ୍ଵ ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କରିବାରେ ଏକ ବଡ ସଫଳ ହାସଲ କରିଛନ୍ତି । ସୂଚନା ମୁତାବକ ଛତିଶଗଡ ଅଞ୍ଚଳରୁ ଏକ ବୋଲେର ଗାଡି ନଂ cg 04 nm 1944 ଗାଡିରେ ୪ ...
Prime Odisha May 7, 2022, 4:42 am
815 Views
ହଳଦିଗୁଡା ଗ୍ରାମରେ ବାଲି ଯାତ୍ରା ଅନୁଷ୍ଠିତ
ନବରଙ୍ଗପୁର:ଝରିଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରିଗୁଡା ପଞ୍ଚାୟତ ହଲଦିଗୁଡା ଗ୍ରାମରେ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମବାସୀ ଙ୍କ ମୁକ୍ତ ହସ୍ତରେ ଦାନ କରି ଥିବା ସହଯୋଗ ଯୋଗୁଁ ଉକ୍ତ ବାଲି ଯାତ୍ରା ଅନୁଷ୍ଠିତ ହୋଇ ଥିଲା। ବାଲି ଯାତ୍ରା ରେ ଦୁରଦୁରାନ୍ତର ରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତ ବୃନ୍ଦ ଆସି ବାଲି ଯାତ୍ରା ଦର୍ଶନ କରିବା ସହ ଆଶୀର୍ବାଦ ନେଇଥିଲେ। ଏହି ଅବସରରେ ଦେବା ଦେବୀ ମାନଙ୍କ ପ୍ରତୀକ ଲାଠି, କୁର୍ଚି, ସିରା, ପୂଜାରୀ, ହଲଦିଗୁଡା ଗ୍ରାମ ର ସଦର ମହକୁମା ରେ ତା ୦୧/୦୨/୨୨ ବାଲି ଯାତ୍ରା ଆରମ୍ଭ ହୋଇ ଥିବା ବେଳେ ତା ୦୪/୦୫/୨୨ ରେ ଉକ୍ତ ଯାତ୍ରା ଶେଷ ହୋଇ ଯାଇଛି। ମାଁ ଙ୍କ ଯାତ୍ରା ରେ ବାଲି ମଣ୍ଡପ ବେଶ ଜନ ଗହଳି ଥିବା ବେଳେ ଭକ୍ତ ମାନଙ୍କ ମନୋରଞ...
Prime Odisha May 5, 2022, 12:28 pm
173 Views
ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ
ଜୟପୁର:ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁରର ଜୁନିୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସିମାଞ୍ଚଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା,ଜିଲ୍ଲା ଜୁନିୟର ରେଡ଼କ୍ରସ ସାଧନକର୍ମୀ ଶୁଭସ୍ମିତା ସାହୁ ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ମ୍ୟାଲେରିଆ ରୋଗର କାରଣ ଓ ନିରାକରଣ ବିଷୟରେ ଆଲୋକପାତ କରିବା ସହିତ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।ପରିଶେଷରେ ମ୍ୟାଲେରିଆ ରୋଗର ନିରାକରଣ ନିମନ୍ତେ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ।
ରିପୋର୍ଟ:ସ...
Prime Odisha April 25, 2022, 9:34 am
562 Views
ଜୟପୁରରେ ଯୀଶୁ ଖ୍ରୀଷ୍ଟଙ୍କର ପୁନଃରଉଥାନ ସମ୍ବୀଳନ ଅନୁଷ୍ଠିତ
ଜୟପୁର:କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ସ୍ଥାନୀୟ ଜେ.ଇ.ଏଲ.ସି. ଜୁବୁଲି ଗ୍ରାଉଣ୍ଡ ଠାରେ ଯୀଶୁ ଖ୍ରୀଷ୍ଟଙ୍କର ପୁନଃରଉଥାନର ସମ୍ବୀଳନ ଅନୁଷ୍ଠିତ ହୋଇଥିଲା। ଅବିଭକ୍ତ କୋରାପୁଟ ଜିଲ୍ଲାର ଜେଇଏଲସି ଚର୍ଚ୍ଚର ଯୁବକ ଯୁବତୀ ଏବଂ ଛତିଶଗଡ଼ ରାଜ୍ୟର ଯୁବକ ଯୁବତୀ ମାନେ ଏହି ଖ୍ରୀଷ୍ଟଙ୍କର ପୁନଃଉଥାନ ସ୍ୱର ସମ୍ବୀଳନର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ଖ୍ରୀଷ୍ଟଙ୍କ ପୁନଃରଉଥାନ ସ୍ୱର ସମ୍ବୀଳନରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବଗୋଷ୍ଠୀ ମାନେ। ଏହି କାର୍ଯ୍ୟକ୍ରମର ଜୟପୁର ଇଭାଞ୍ଜଲିକାଲ୍ ଲୁଥରାନ ମଣ୍ଡଳୀ ତରଫରୁ ପରିଚାଳନା କରାଯାଇଥିଲା। ଏହି ସ୍ୱର ସମ୍ବୀଳନରେ ବାହାର ରାଜ୍ୟରୁ ମ...
Prime Odisha April 20, 2022, 12:28 pm
383 Views
ବୋଡିଗାଁରେ କୃଷି ଭିତ୍ତିକ ବାଲିଯାତ୍ରା ପର୍ବ ଅନୁଷ୍ଠିତ
ଜୟପୁର:ଅଭିବକ୍ତ କୋରାପୁଟ ଜିଲ୍ଲାର ବୋରିଗୁମ୍ମା ଅଧିବାସୀ ମୁଖ୍ୟତଃ ଚାଷ ଉପରେ ନିର୍ଭରଶୀଳ।ଏହି ଚାଷ କରି ନିଜେ ବଞ୍ଚିବା ସହିତ ଅନ୍ୟ ମାନଙ୍କ ପେଟକୁ ଦାନା ଯୋଗାଇଥାନ୍ତି।ଚାଷ ପାଇଁ ପାଣିପାଗ ଅନୁକୂଳ ହେବା ଅପରିହାର୍ଯ୍ୟ।ଭବିଷ୍ୟତର ପାଣିପାଗକୁ ଜାଣିବା ପାଇଁ ଅଞ୍ଚଳ ଅନୁସାରେ ବାଲିଯାତ୍ରା ଅନୁଷ୍ଠିତ ହେଇଥାଏ ।ଏହି ପର୍ବ ରେ ଏକ ନିର୍ଦ୍ଧିଷ୍ଟ ଜାଗାରୁ ବାଲି ସଂଗ୍ରହ କରି ହୁଣ୍ଡି ବା ବାଲି ଘରେ ଶତାଧିକ ଚାଙ୍ଗୁଡ଼ି ରେ ବିହନ ବୁଣିଥାନ୍ତି ଆଦିବାସୀ ସଂପ୍ରଦାୟ। କିଛି ଦିନ ପରେ ସେଥିରୁ ଗଜା ହୁଏ। ଏପରିକି ଆଶ୍ଚର୍ଯ୍ୟ ଜନକ ଭାବେ ଉଷୁନା ଚାଉଳ ବି ଗଜା ହୁଏ ଆଦିବାସୀ ଶିରା ବା ପୂଜକଙ୍କ ତତ୍ତ୍ବାବଧାନରେ ।ଏହି ଆଧାରରେ ଶିରା ବା ଗାଁ ହୁଣ୍ଡି ପୂଜକ ତଥା ତାଙ...
Prime Odisha April 18, 2022, 11:13 am
374 Views